ଯିରିମୀୟ 33:8 - ଓଡିଆ ବାଇବେଲ8 ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ଵାରା ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା। Viz kapitolaପବିତ୍ର ବାଇବଲ8 ସେମାନେ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସେମାନଙ୍କୁ ସେଥିରୁ ଶୁଚି କରିବା। ପୁଣି ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସେମାନଙ୍କୁ କ୍ଷମା କରିବା। Viz kapitola |