ଯିରିମୀୟ 34:20 - ଓଡିଆ ବାଇବେଲ20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣ ନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Viz kapitolaପବିତ୍ର ବାଇବଲ20 ଆମ୍ଭେ ସେମାନଙ୍କୁ ସେମାନଙ୍କର ଶତ୍ରୁଗଣ ହସ୍ତରେ ଓ ସେମାନଙ୍କର ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନଙ୍କର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ୟ ପଶୁମାନଙ୍କର ଖାଦ୍ୟ ହେବ। Viz kapitola |