ଯିରିମୀୟ 34:3 - ଓଡିଆ ବାଇବେଲ3 ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ। Viz kapitolaପବିତ୍ର ବାଇବଲ3 ଆଉ ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ। ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ। ତୁମ୍ଭେ ବାବିଲ ରାଜାଙ୍କୁ ସ୍ୱଚକ୍ଷୁରେ ଦେଖିବ। ସେ ମୁହାଁମୁହିଁ ହୋଇ ତୁମ୍ଭ ସହିତ କଥା କହିବେ ଓ ତୁମ୍ଭେ ବାବିଲକୁ ଯିବ। Viz kapitola |