ଯିରିମୀୟ 36:10 - ଓଡିଆ ବାଇବେଲ10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶସ୍ଥାନ ନିକଟରେ, ଶାଫନ୍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶସ୍ଥାନ ନିକଟରେ, ଶାଫନ ଲେଖକର ପୁତ୍ର ଗମରୀୟର କୋଠରୀରେ, ସେହି ପୁସ୍ତକରୁ ଯିରିମୀୟଙ୍କର କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନ ନିକଟରେ, ଶାଫନ୍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା। Viz kapitolaପବିତ୍ର ବାଇବଲ10 ସେତେବେଳେ ବାରୂକ ସେହି ନଳାକାର ପୁସ୍ତକ ଲିଖିତ ଯିରିମିୟଙ୍କ ସମସ୍ତ ବାକ୍ୟ ପାଠ କଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ମନ୍ଦିରର ନୂତନ ଫାଟକ ନିକଟରେ ଓ ଶାଫନ ଲେଖକର ପୁତ୍ର ଗମରିୟର କୋଠରୀରେ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚରରେ ତାହା ପାଠ କଲେ। Viz kapitola |