ଯିରିମୀୟ 36:18 - ଓଡିଆ ବାଇବେଲ18 ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋ’ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ପୁସ୍ତକରେ ଲେଖିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।” Viz kapitolaପବିତ୍ର ବାଇବଲ18 ବାରୂକ ଉତ୍ତର କଲେ, “ହଁ,” “ଯିରିମିୟ ଯାହାସବୁ ମୋତେ କହିଲେ, ମୁଁ କାଳି ନେଇ ଏହି ପୁସ୍ତକରେ ସେସବୁ ଲେଖିଲି।” Viz kapitola |