ଯିରିମୀୟ 36:2 - ଓଡିଆ ବାଇବେଲ2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ଵ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଖଣ୍ତେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେସମସ୍ତ ବାକ୍ୟ ତହିଁରେ ଲେଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ। Viz kapitolaପବିତ୍ର ବାଇବଲ2 “ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ୱ କାଳରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା କରିଅଛୁ, ସେ ସମସ୍ତ ସେହି ପୁସ୍ତକରେ ଲେଖ। Viz kapitola |