ଯିରିମୀୟ 36:4 - ଓଡିଆ ବାଇବେଲ4 ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା। Viz kapitolaପବିତ୍ର ବାଇବଲ4 ତେଣୁ ଯିରିମିୟ ନେରିୟର ପୁତ୍ର ବାରୂକକୁ ଡାକିଲେ। ଆଉ ଯିରିମିୟ ବାରୂକକୁ ସଦାପ୍ରଭୁଙ୍କର ଯେଉଁସବୁ ବାକ୍ୟ କହିଲେ, ବାରୂକ ସେସବୁ ଏକ ନଳାକାର ପୁସ୍ତକରେ ଲେଖିଲେ। Viz kapitola |