ଯିରିମୀୟ 37:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। Viz kapitolaପବିତ୍ର ବାଇବଲ1 ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶିୟର ପୁତ୍ର ସିଦିକିୟ ରାଜା ହୋଇ ରାଜତ୍ୱ କଲା। ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। Viz kapitola |