ଯିରିମୀୟ 38:14 - ଓଡିଆ ବାଇବେଲ14 ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋ’ଠାରୁ କିଛି ଗୋପନ କରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥି ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼଠାରୁ କିଛି ଗୋପନ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼ ଠାରୁ କିଛି ଗୋପନ କରିବ ନାହିଁ।” Viz kapitolaପବିତ୍ର ବାଇବଲ14 ତତ୍ପରେ ସିଦିକିୟ ରାଜା ଲୋକ ପଠାଇ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କୁ ଅଣାଇଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ତୃତୀୟ ପ୍ରବେଶ ଦ୍ୱାର ଦେଇ ରାଜାଙ୍କ ନିକଟକୁ ଆସିଲେ। ଆଉ ରାଜା ଯିରିମିୟଙ୍କୁ କହିଲେ, “ମୁଁ ତୁମ୍ଭକୁ କିଛି ପ୍ରଶ୍ନ ପଗ୍ଭରିବି, ତୁମ୍ଭେ କୌଣସି କଥା ଗୋପନ ନ ରଖି ସତ ସତ କହିବ।” Viz kapitola |