ଯିରିମୀୟ 38:17 - ଓଡିଆ ବାଇବେଲ17 ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ। Viz kapitolaପବିତ୍ର ବାଇବଲ17 ତା'ପରେ ଯିରିମିୟ ରାଜା ସିଦିକିୟଙ୍କୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେ ବାବିଲ ରାଜାଙ୍କ ଅଧିପତିମାନଙ୍କ ବଶତା ସ୍ୱୀକାର କରିବ, ତେବେ ତୁମ୍ଭେ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ। ଆଉ ତୁମ୍ଭେ ଓ ତୁମ୍ଭର ପରିବାର ବଞ୍ଚିବେ। Viz kapitola |