ଯିରିମୀୟ 38:6 - ଓଡିଆ ବାଇବେଲ6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ-ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ଵାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ। Viz kapitolaପବିତ୍ର ବାଇବଲ6 ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମଲ୍କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ। Viz kapitola |