ଯିରିମୀୟ 38:9 - ଓଡିଆ ବାଇବେଲ9 “ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତା; ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।” Viz kapitola |