ଯିରିମୀୟ 39:7 - ଓଡିଆ ବାଇବେଲ7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଲରେ ବଦ୍ଧ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା। Viz kapitolaପବିତ୍ର ବାଇବଲ7 ପୁଣି ସେ ସିଦିକିୟର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନେବାକୁ ପିତ୍ତଳ ଶୃଙ୍ଖଳରେ ବାନ୍ଧିଲେ। Viz kapitola |