ଯିରିମୀୟ 39:9 - ଓଡିଆ ବାଇବେଲ9 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ପ୍ରହରୀବର୍ଗର ସେନାପତି ନବୁସର୍ଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା। Viz kapitolaପବିତ୍ର ବାଇବଲ9 ବାବିଲ ରାଜାର ନବୂଷରଦନ୍ ନାମକ ଜଣେ ପ୍ରହରୀବର୍ଗର ସେନାପତି ଯିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା। Viz kapitola |