ଯିରିମୀୟ 40:11 - ଓଡିଆ ବାଇବେଲ11 ଆଉ, ମୋୟାବରେ ଓ ଅମ୍ମୋନ ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି; Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି; Viz kapitolaପବିତ୍ର ବାଇବଲ11 ଯିହୁଦାର ଯେଉଁସବୁ ଲୋକ ମୋୟାବ, ଅମ୍ମୋନ, ଇଦୋମ ଓ ଅନ୍ୟାନ୍ୟ ସବୁ ଦେଶରେ ଥିଲେ, ସେମାନେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟକୁ ସେମାନଙ୍କୁ ଶାସନ କରିବାକୁ ନିଯୁକ୍ତ କରିଅଛି। Viz kapitola |