ଯିରିମୀୟ 41:18 - ଓଡିଆ ବାଇବେଲ18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମର ପୁତ୍ର ଗଦଲୀୟକୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ। Viz kapitola |