ଯିରିମୀୟ 42:10 - ଓଡିଆ ବାଇବେଲ10 ‘ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେବେ ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଗାନ୍ଥିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷା; ହେଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ। Viz kapitolaପବିତ୍ର ବାଇବଲ10 ‘ଯଦି ତୁମ୍ଭେମାନେ ଯିହୁଦାରେ ବାସ କର, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ୱଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ୟ ଆଣିଥିବାରୁ ଦୁଃଖିତ। Viz kapitola |