ଯିରିମୀୟ 42:19 - ଓଡିଆ ବାଇବେଲ19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ। Viz kapitolaପବିତ୍ର ବାଇବଲ19 “ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହିକଥା କହି ଅଛନ୍ତି, ‘ତୁମ୍ଭେମାନେ ମିଶରକୁ ଯାଅ ନାହିଁ।’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ। Viz kapitola |