ଯିରିମୀୟ 44:21 - ଓଡିଆ ବାଇବେଲ21 “ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ଵଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 “ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ? Viz kapitolaପବିତ୍ର ବାଇବଲ21 “ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜାଗଣ, ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜଳାଇଲେ, ସଦାପ୍ରଭୁ କ’ଣ ତାହା ସ୍ମରଣ କଲେ ନାହିଁ ଓ ତାହା କ’ଣ ତାଙ୍କ ମନେ ପଡ଼ିଲା ନାହିଁ? Viz kapitola |