ଯିରିମୀୟ 44:8 - ଓଡିଆ ବାଇବେଲ8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶାପ ଓ ନିନ୍ଦାର ପାତ୍ର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ। Viz kapitolaପବିତ୍ର ବାଇବଲ8 ତୁମ୍ଭେମାନେ ଏହି ଯେ ମିଶର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏ ସ୍ଥାନରେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜଳାଇ କାହିଁକି ଆପଣା ଆପଣା ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ବିନଷ୍ଟ ହେବ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରେ ଅଭିଶପ୍ତ ଓ ନିନ୍ଦାର ପାତ୍ର ହେବ। Viz kapitola |