ଯିରିମୀୟ 48:40 - ଓଡିଆ ବାଇବେଲ40 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)40 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ସେ ଉତ୍କୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ଵୟ ବିସ୍ତାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ। Viz kapitolaପବିତ୍ର ବାଇବଲ40 ସଦାପ୍ରଭୁ ମଧ୍ୟ କହନ୍ତି, “ଦେଖ, ଏକ ଉତ୍କ୍ରୋଶପକ୍ଷୀ ପରି ତୀବ୍ର ଗତିରେ ତଳକୁ ଖସିବ ଏବଂ ମୋୟାବ ବିରୁଦ୍ଧରେ ତା'ର ପକ୍ଷ ବିସ୍ତାର କରିବ। Viz kapitola |