ଯିରିମୀୟ 48:47 - ଓଡିଆ ବାଇବେଲ47 ତଥାପି ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି। Viz kapitolaପବିତ୍ର ବାଇବଲ (Re-edited) - (BSI)47 ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା। ମୋୟାବର ବିଚାର କଥା ଏତିକି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି। Viz kapitolaପବିତ୍ର ବାଇବଲ47 “ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷକାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱ ସ୍ଥାନରୁ ଫେରାଇ ଆଣିବା।” ମୋୟାବ ବିଷୟରେ ଏହା ଶେଷ ବିଗ୍ଭର। Viz kapitola |