ଯିରିମୀୟ 48:5 - ଓଡିଆ ବାଇବେଲ5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Viz kapitolaପବିତ୍ର ବାଇବଲ5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେହେତୁ ହୋରୋନୟିମର ଗଡ଼ାଣି ପଥରେ ସେମାନେ ବିନାଶ ହେତୁ ସଙ୍କଟ ସୂଚକ କ୍ରନ୍ଦନ ଶୁଣିଅଛନ୍ତି। Viz kapitola |