ଯିରିମୀୟ 49:2 - ଓଡିଆ ବାଇବେଲ2 ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ,” ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ-ଧ୍ଵନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ2 ଆଉ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେତେବେଳେ ଅମ୍ମୋନର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଧ୍ୱନି ଶୁଣାଯିବ। ରବ୍ବା ଧ୍ୱଂସ ପାଇବ ଓ ତାହା ଏକ ଜନଶୂନ୍ୟ ଢିପି ହେବ। ତା'ର ଚତୁର୍ଦ୍ଦିଗସ୍ଥ ନଗରଗୁଡ଼ିକ ଅଗ୍ନିରେ ଦଗ୍ଧିଭୂତ ହେବ। ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ଇସ୍ରାଏଲ ସେମାନଙ୍କ ଉପରେ ଅଧିକାର କରିବ।” ଏହା ସଦାପ୍ରଭୁ କହନ୍ତି। Viz kapitola |