Online Bible

- Reklamy -




ଯିରିମୀୟ 49:31 - ଓଡିଆ ବାଇବେଲ

31 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।

Viz kapitola kopírovat

ପବିତ୍ର ବାଇବଲ

31 ସଦାପ୍ରଭୁ କହନ୍ତି, “ଯେଉଁ ଦେଶ କବାଟ ବିହୀନ ଓ ହୁଡ଼ୁକା ନ ଥିବା ସ୍ଥାନରେ ରହି ନିଜକୁ ନିରାପଦ ମନେ କରୁଛନ୍ତି, ସେହିମାନଙ୍କୁ ଆକ୍ରମଣ କର।

Viz kapitola kopírovat




ଯିରିମୀୟ 49:31

Následuj nás:

Reklamy


Reklamy