ଯିରିମୀୟ 49:4 - ଓଡିଆ ବାଇବେଲ4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋ’ ନିକଟକୁ କିଏ ଆସିବ ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋʼ ନିକଟକୁ କିଏ ଆସିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’ Viz kapitolaପବିତ୍ର ବାଇବଲ4 ତୁମ୍ଭେମାନେ ତୁମ୍ଭମାନଙ୍କର ଶକ୍ତି ଓ ଧନ ସମ୍ପଦ ଉପରେ ଦର୍ପ କରୁଅଛ। ଏଥିପାଇଁ ତୁମ୍ଭେମାନେ କହୁଅଛ ଆମ୍ଭମାନଙ୍କ ପାଖକୁ କେହି ଆସିବେ ନାହିଁ।” Viz kapitola |