ଯିରିମୀୟ 50:25 - ଓଡିଆ ବାଇବେଲ25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି। Viz kapitolaପବିତ୍ର ବାଇବଲ25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଛନ୍ତି। କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର କଲ୍ଦୀୟମାନଙ୍କ ଦେଶରେ ସେମାନଙ୍କ ପାଇଁ କିଛି କରିବାର ଅଛି। Viz kapitola |