ଯିରିମୀୟ 50:26 - ଓଡିଆ ବାଇବେଲ26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭେମାନେ ପ୍ରା; ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ତାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ। Viz kapitolaପବିତ୍ର ବାଇବଲ26 “ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହା ବିରୁଦ୍ଧରେ ଆସ। ତାହାର ଭଣ୍ଡାରସବୁ ଖୋଲିଦିଅ। ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶିପରି ଢିପି କର। ତାହାର କିଛି ଅବଶିଷ୍ଟ ରଖ ନାହିଁ। Viz kapitola |