Online Bible

- Reklamy -




ଯିରିମୀୟ 50:39 - ଓଡିଆ ବାଇବେଲ

39 ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଉଷ୍ଟ୍ରପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି-ସ୍ଥାନ ନୋହିବ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏଥିପାଇଁ ବନ-ପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରାଯିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

39 “ବାବିଲ ଆଉ କେବେ ଜନବସତି ଯୋଗ୍ୟ ହେବ ନାହିଁ। ବନ୍ୟପଶୁ, କେନ୍ଦୁଆମାନେ ସେଠାରେ ବାସ କରିବେ। ଓଟପକ୍ଷୀମାନେ ବିଶ୍ରାମ କରିବେ। ତାହା ପୁରୁଷାନୁକ୍ରମେ ବସତି ଯୋଗ୍ୟ ହେବ ନାହିଁ।”

Viz kapitola kopírovat




ଯିରିମୀୟ 50:39

Následuj nás:

Reklamy


Reklamy