ଯିରିମୀୟ 50:40 - ଓଡିଆ ବାଇବେଲ40 ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ସଦାପ୍ରଭୁ କହନ୍ତି, ପରମେଶ୍ଵର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Viz kapitolaପବିତ୍ର ବାଇବଲ40 ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ୱଂସ କରିଥିଲେ, ସେହିପରି ବାବିଲ ଧ୍ୱଂସ ପାଇବ। ସେଠାରେ କେହି ବାସ କରିବେ ନାହିଁ କି ମନୁଷ୍ୟପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।” Viz kapitola |