ଯିରିମୀୟ 51:14 - ଓଡିଆ ବାଇବେଲ14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ‘ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ। Viz kapitolaପବିତ୍ର ବାଇବଲ14 ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, “ହେ ବାବିଲ, ଆମ୍ଭେ ତୁମ୍ଭକୁ ପଙ୍ଗପାଳ ସଦୃଶ ଶତ୍ରୁ ସୈନ୍ୟରେ ପୂର୍ଣ୍ଣ କରିବା। ଆଉ ସେମାନେ ତୁମ୍ଭ ବିରୁଦ୍ଧରେ ବିଜୟର ଜୟକାର କରିବେ।” Viz kapitola |