ଯିରିମୀୟ 51:47 - ଓଡିଆ ବାଇବେଲ47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି। Viz kapitolaପବିତ୍ର ବାଇବଲ47 ଆଉ ସେ ସମୟ ନିଶ୍ଚୟ ଆସିବ, ଯେତେବେଳେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ସମଗ୍ର ବାବିଲ ଲଜ୍ଜିତ ହେବ। ଆଉ ତାହାର ନିହତ ଲୋକମାନେ ନଗରର ରାସ୍ତାରେ ପତିତ ହେବେ। Viz kapitola |