ଯିରିମୀୟ 51:5 - ଓଡିଆ ବାଇବେଲ5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ହେଁ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ଵାରା ପରିତ୍ୟକ୍ତ ହୋଇ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Viz kapitolaପବିତ୍ର ବାଇବଲ5 ଇସ୍ରାଏଲ ଓ ଯିହୁଦାର ଲୋକମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। ସେମାନେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ୟାଗ କରିଛନ୍ତି, ତଥାପି ସେ ଧର୍ମସ୍ୱରୂପ ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। Viz kapitola |