Online Bible

- Reklamy -




ଯିରିମୀୟ 51:52 - ଓଡିଆ ବାଇବେଲ

52 ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

52 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।

Viz kapitola kopírovat

ପବିତ୍ର ବାଇବଲ

52 ଏଣୁ ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଆମ୍ଭେ ତାହାର ଖୋଦିତ ମୂର୍ତ୍ତିଗୁଡ଼ିକୁ ପ୍ରତିଫଳ ଦେବା, ସେତେବେଳେ ଏହି ଦେଶର କ୍ଷତବିକ୍ଷତ ଲୋକମାନେ ଯନ୍ତ୍ରଣାରେ ଗଁ ଗଁ କରିବେ।

Viz kapitola kopírovat




ଯିରିମୀୟ 51:52

Následuj nás:

Reklamy


Reklamy