Online Bible

- Reklamy -




ଯିରିମୀୟ 51:55 - ଓଡିଆ ବାଇବେଲ

55 କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

55 କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷା; କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ୦ସେମାନଙ୍କର କଲ୍ଲୋଳ ଧ୍ଵନି ଶୁଣା ଯାଉଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।

Viz kapitola kopírovat

ପବିତ୍ର ବାଇବଲ

55 ସଦାପ୍ରଭୁ ବାବିଲକୁ ବିନଷ୍ଟ କରିବେ ଓ ନଗର ମଧ୍ୟରୁ ମହାରବ କ୍ଷାନ୍ତ କରିବେ। ଶତ୍ରୁସୈନ୍ୟ ତରଙ୍ଗାୟିତ ମହାସାଗର ସଦୃଶ ଗର୍ଜନ କରି ଆସିବେ ଓ କ‌‌ଲ୍‌‌ଦୀୟମାନେ ସେହି ମହାରବ ଶୁଣିବେ।

Viz kapitola kopírovat




ଯିରିମୀୟ 51:55

Následuj nás:

Reklamy


Reklamy