ଯିରିମୀୟ 52:24 - ଓଡିଆ ବାଇବେଲ24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ଵିତୀୟ ଯାଜକ ସଫନୀୟକୁ, ଆଉ ତିନିଜଣ ଦ୍ଵାରପାଳକୁ ଧରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା। Viz kapitolaପବିତ୍ର ବାଇବଲ24 ପୁଣି ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସିଫନିୟକୁ ଏବଂ ଆଉ ତିନି ଜଣ ଦ୍ୱାରପାଳକୁ ବନ୍ଦୀ କରି ନେଲା। Viz kapitola |