ଯିରିମୀୟ 52:34 - ଓଡିଆ ବାଇବେଲ34 ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)34 ପୁଣି, ତାହାର ଦିନପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା। Viz kapitolaପବିତ୍ର ବାଇବଲ34 ଏହା ପରେ ଯିହୋୟାଖୀନ୍ ବାବିଲର ରାଜାମାନଙ୍କଠାରୁ ପ୍ରତିଦିନ ସୁବିଧା ପାଇଲେ। ଏହା ତାଙ୍କର ମୃତ୍ୟୁ ପର୍ଯ୍ୟନ୍ତ ଦିଆଗଲା। Viz kapitola |