ଯିରିମୀୟ 6:16 - ଓଡିଆ ବାଇବେଲ16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’ Viz kapitolaପବିତ୍ର ବାଇବଲ16 ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଛକସ୍ଥାନରେ ଛିଡ଼ା ହୋଇ ଦେଖ, ଆଉ ପୁରାତନ ପଥ ବିଷୟରେ ପ୍ରଗ୍ଭର କରି କୁହ, ଉତ୍ତମ ପଥ କାହିଁ? ଆଉ ସେହି ପଥରେ ଗମନ କର, ତାହାହେଲେ ତୁମ୍ଭେମାନେ ନିଜ ନିଜ ପ୍ରାଣରେ ବିଶ୍ରାମ ପାଇବ। ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ସେ ପଥରେ ଗମନ କରିବୁ ନାହିଁ।’ Viz kapitola |