ଯିରିମୀୟ 6:22 - ଓଡିଆ ବାଇବେଲ22 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ। Viz kapitolaପବିତ୍ର ବାଇବଲ22 ଆଉ ମଧ୍ୟ ସଦାପ୍ରଭୁ ଏହିକଥା କହନ୍ତି, “ଦେଖ ଉତ୍ତର ଦିଗରୁ ଏକ ସୈନ୍ୟବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତେଜିତ ହେବେ। Viz kapitola |