ଯିରିମୀୟ 6:23 - ଓଡିଆ ବାଇବେଲ23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।” Viz kapitolaପବିତ୍ର ବାଇବଲ23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସେମାନେ ଅଶ୍ୱାରୋହଣ କରନ୍ତି। ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।” Viz kapitola |