ଯିରିମୀୟ 7:22 - ଓଡିଆ ବାଇବେଲ22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;’ Viz kapitolaପବିତ୍ର ବାଇବଲ (Re-edited) - (BSI)22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ; Viz kapitolaପବିତ୍ର ବାଇବଲ22 ଯେଉଁ ଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସେଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ ସେମାନଙ୍କୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦେଇ ନ ଥିଲୁ। Viz kapitola |