ଯିରିମୀୟ 7:34 - ଓଡିଆ ବାଇବେଲ34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରକନ୍ୟାର ଧ୍ଵନି ନିବୃତ୍ତ କରାଇବା; କାରଣ ଦେଶ ଧ୍ଵଂସସ୍ଥାନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ। Viz kapitolaପବିତ୍ର ବାଇବଲ34 ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।” Viz kapitola |