ଯିରିମୀୟ 8:4 - ଓଡିଆ ବାଇବେଲ4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟ ପଡ଼ିଲେ, କ’ଣ ଆଉ ଉଠେ ନାହିଁ ? ବିପଥରେ ଗଲେ, କ’ଣ ଆଉ ଫେରେ ନାହିଁ ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ? Viz kapitolaପବିତ୍ର ବାଇବଲ4 “ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ୟ କୁହ, “‘ମନୁଷ୍ୟ ପଡ଼ିଲେ କ’ଣ ଆଉ ଉଠେ ନାହିଁ? ବିପଥରେ ଗଲେ କ’ଣ ଆଉ ଫେରେ ନାହିଁ? Viz kapitola |