ଯିରିମୀୟ 9:20 - ଓଡିଆ ବାଇବେଲ20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ। Viz kapitolaପବିତ୍ର ବାଇବଲ20 ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ୟ ଗ୍ରହଣ କରୁ। ଆଉ “ତୁମ୍ଭେମାନେ ନିଜ ନିଜ କନ୍ୟାମାନଙ୍କୁ ହାହାକାର କରିବାକୁ ଓ ପ୍ରତ୍ୟେକ ନିଜ ପ୍ରତିବାସିନୀକୁ ବିଳାପ କରିବାକୁ ଶିକ୍ଷା ଦିଅ। Viz kapitola |