ଯିରିମୀୟ 9:23 - ଓଡିଆ ବାଇବେଲ23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Viz kapitolaପବିତ୍ର ବାଇବଲ (Re-edited) - (BSI)23 ସଦାପ୍ରଭୁ ଏହି କଥା କହନ୍ତି, ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Viz kapitolaପବିତ୍ର ବାଇବଲ23 ଆଉ ସଦାପ୍ରଭୁ କହନ୍ତି, “ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ, ବଳବାନ୍ ଆପଣା ବଳରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ। Viz kapitola |