ଯିରିମୀୟ 9:3 - ଓଡିଆ ବାଇବେଲ3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ , ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ3 “ପୁଣି ସେମାନେ ଅସତ୍ୟତା ନିମନ୍ତେ ନିଜ ନିଜ ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି। ଆଉ ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପାଇଁ ନୁହେଁ। କାରଣ ସେମାନେ ପାପ ଉପରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସେମାନେ ଆମ୍ଭକୁ ଜାଣନ୍ତି ନାହିଁ।” ଏହା ସଦାପ୍ରଭୁ କହନ୍ତି। Viz kapitola |