ଯିରିମୀୟ 9:6 - ଓଡିଆ ବାଇବେଲ6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି। Viz kapitolaପବିତ୍ର ବାଇବଲ6 ଗୋଟିଏ ମନ୍ଦକର୍ମ ପରେ ଅନ୍ୟ ଏକ ମନ୍ଦକର୍ମ ଗ୍ଭଲେ ଓ ପ୍ରବଞ୍ଚନା ଲାଗି ରହେ।” ତେଣୁ ସଦାପ୍ରଭୁ କହନ୍ତି, “ଏହି ମିଥ୍ୟା ଓ ପ୍ରବଞ୍ଚନା ଯୋଗୁଁ ସେମାନେ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।” Viz kapitola |