ଆୟୁବ 1:3 - ଓଡିଆ ବାଇବେଲ3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସ ଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ୍ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ ଓ ତିନି ହଜାର ଉଷ୍ଟ୍ର ଓ ପାଞ୍ଚ ଶହ ହଳ ବଳଦ ଓ ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅତି ବଡ଼ ପରିବାର ଥିଲା; ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା। Viz kapitolaପବିତ୍ର ବାଇବଲ3 ଆୟୁବ 7,000 ମେଣ୍ଢା, 3,000 ଓଟ, 1,000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା'ର ଅନେକ ଗୁଡ଼ିଏ ଭୃତ୍ୟ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧ୍ୟରେ ସବୁଠାରୁ ବେଶୀ ଧନୀ ଥିଲା। Viz kapitola |