ଆୟୁବ 1:4 - ଓଡିଆ ବାଇବେଲ4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି, ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କି ନିମନ୍ତ୍ରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ। Viz kapitolaପବିତ୍ର ବାଇବଲ4 ଆୟୁବର ପୁଅମାନେ ପାଳି ପାଳି କରି ସେମାନଙ୍କ ଘରେ ଭୋଜି ପ୍ରସ୍ତୁତ କଲେ ଏବଂ ସେମାନଙ୍କ ତିନି ଭଉଣୀଙ୍କୁ ଏହି ଭୋଜିରେ ଯୋଗଦେବାକୁ ନିମନ୍ତ୍ରଣ କଲେ। Viz kapitola |