Online Bible

- Reklamy -




ଯୋୟେଲ 1:13 - ଓଡିଆ ବାଇବେଲ

13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ଵରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ରାତ୍ରିଯାକ କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।

Viz kapitola kopírovat

ପବିତ୍ର ବାଇବଲ

13 ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ୱରରେ ବିଳାପ କର। ହେ ଯଜ୍ଞବେଦିର ପରିଗ୍ଭଳକ ଗଣ, ତୁମ୍ଭେମାନେ ଚଟ ବସ୍ତ୍ର ପରିଧାନ କରି ରାତ୍ରିଯାପନ କର। କାରଣ ପରମେଶ୍ୱରଙ୍କ ମନ୍ଦିରରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ମିଳିବ ନାହିଁ।

Viz kapitola kopírovat




ଯୋୟେଲ 1:13

Následuj nás:

Reklamy


Reklamy